John 11:55 — Compare Translations

7 translations compared side by side

Odia - 1840
"ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖଇେ ଆସିଲା। ଅନକେ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ୟିରୂଶାଲମ ରେ ଆସି ପହନ୍ଚିଲେ, ସମାନେେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ଯ ରେ ବିଶଷେ କର୍ମ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଇହୁଦୀମାନଙ୍କର “ନିସ୍ତାର” ପର୍ବ ନିକଟ ହୋଇ ଆସିଥିଲା ଏବଂ ସେହି ପର୍ବ ଆଗରୁ ନିଜ ନିଜକୁ ଶୁଚି କରିବା ପାଇଁ ଗ୍ରାମାଞ୍ଚଳରୁ ଅନେକ ଲୋକ ଯିରୂଶାଲମରେ ଏକତ୍ର ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖେଇ ଆସିଲା। ଅନେକ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ଯିରୁଶାଲମରେ ଆସି ପହଞ୍ଚିଲେ, ସେମାନେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ୟରେ ବିଶେଷ କର୍ମ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕಾಚೊ ಸನ್ ತೊಂಡಾರ್ ಯೆತಲೊ ಹೊತ್ತೊ, ತೆಚೆಸಾಟ್ನಿ ಲೊಕಾ ಗಾವಾ ಗಾವಾನಿತ್ನಾ ಸನಾಚ್ಯಾ ಅದ್ದಿ ಶುದ್ದಾಚಾರಾಚಿ ಶಾಸ್ತರಾ ಕರುನ್ ಘೆವಸಾಟ್ನಿ ಮನುನ್ ಜೆರುಜಲೆಮಾಕ್ ಗೆಲ್ಲಿ.