John 11:56 — Compare Translations

7 translations compared side by side

Odia - 1840
"ସମାନେେ ଯୀଶୁଙ୍କୁ ଖାଜେିଲେ। ସମାନେେ ମନ୍ଦିର ପରିସର ରେ ପରସ୍ପରକୁ ପଚାରିଲେ, ସେ କ'ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ'ଣ ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଯୀଶୁଙ୍କର ଅନ୍ଵେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ଖୋଜିବାକୁ ଲାଗିଲେ ଏବଂ କୁହାକୁହି ହେଲେ, “ସେ ବୋଧହୁଏ ଏହି ପର୍ବକୁ ଆସିବେ ନାହିଁ। କ’ଣ କହୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ ଖୋଜିଲେ। ସେମାନେ ମନ୍ଦିର ପରିସରରେ ପରସ୍ପରକୁ ପଗ୍ଭରିଲେ, “ସେ କ’ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ’ଣ ଭାବୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್ ಹುಡ್ಕುಕ್ ಲಾಗಲ್ಲ್ಯಾನಿ, ಅನಿ ತೆಚ್ಯಾ ಸಾಟ್ನಿ ದೆವಾಚ್ಯಾ ಗುಡಿತ್ ಗೊಳಾ ಹೊಲ್ಲ್ಯಾ ತನ್ನಾ ತೆನಿ ಎಕಾಮೆಕಾಕ್ನಿ, “ತುಮಿ ಕಾಯ್ ಮನ್ತ್ಯಾಶಿ? ಖರೆಚ್! ತೊ ಸನಾಕ್ ಯೆಯ್ನಸ್ತಾನಾ ರ್‍ಹಾಯ್ಲ್ ಕಾಯ್?” ಮನುನ್ ಇಚಾರುನ್ ಘೆಟ್ಲ್ಯಾನಿ.