John 11:57 — Compare Translations

7 translations compared side by side

Odia - 1840
"କିନ୍ତୁ ମହାୟାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧ ରେ ଗୋଟିଏ ବିଶଷେ ଆଦେଶ ଦଇେଥିଲେ। ସମାନେେ ଘାଷେଣା କରିଥିଲେ ଯେ, ଯୀଶୁ କେଉଁଠା ରେ ଅଛନ୍ତି ଏହା ଜାଣିଥିବା ବ୍ଯକ୍ତି ସଙ୍ଗେ ସଙ୍ଗେ ସମାନଙ୍କେୁ ଜଣାଇବ। ତବେେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଧାନ ଯାଜକ ଓ ଫାରୁଶୀମାନେ ଆଦେଶ ଜାରି କରିଥିଲେ ଯେ ଯଦି କେହି ଯୀଶୁ କେଉଁଠାରେ ଅଛନ୍ତି ଜାଣିଥାଏ, ତେବେ ଏ ଖବର ଶୀଘ୍ର କର୍ତ୍ତୃପକ୍ଷମାନଙ୍କୁ ଜଣାଇ ଦେବେ। ତା’ହେଲେ ସେମାନେ ଯୀଶୁଙ୍କୁ ଗିରଫ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମହାଯାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧରେ ଗୋଟିଏ ବିଶେଷ ଆଦେଶ ଦେଇଥିଲେ। ସେମାନେ ଘୋଷଣା କରିଥିଲେ ଯେ, ଯୀଶୁ କେଉଁଠାରେ ଅଛନ୍ତି ଏହା ଜାଣିଥିବା ବ୍ୟକ୍ତି ସଙ୍ଗେ ସଙ୍ଗେ ସେମାନଙ୍କୁ ଜଣାଇବ। ତେବେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಧರುಸಾಟ್ನಿ ಮನುನ್ ಮುಖ್ಯ ಯಾಜಕಾಂಚ್ಯಾ ಮುಖಂಡಾನಿ ಹುಕುಮ್ ದಿಲ್ಲ್ಯಾನಿ ಅನಿ ಫಾರಿಜೆವಾನಿ ಕೊನಾಕ್ಬಿ ಜೆಜು ಖೈ ಹಾಯ್ ಮನುನ್ ಕಳ್ಳ್ಯಾರ್ ತೆನಿ ಯೆವ್ನ್ ಸಾಂಗುಚೆ ಮನುನ್ ಸಗ್ಳ್ಯಾಕ್ನಿ ತಾಕಿತ್ ದಿಲ್ಲ್ಯಾನಿ.