John 11:6 — Compare Translations
7 translations compared side by side
Odia - 1840
"ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସଠାେରେ ଆହୁରି ଦୁଇ ଦିନ ରହିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସୁଦ୍ଧା ଯୀଶୁ ଯେଉଁଠାରେ ଥିଲେ, ସେଠାରେ ଆଉ ଦୁଇ ଦିନ ରହିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಾಜರ್ ಶಿಕ್ ಹಾಯ್ ಮನ್ತಲಿ ಬಾತ್ಮಿ ಗಾವ್ಲ್ಯಾರ್ ಬಿ ಜೆಜು ಅಪ್ನಿ ಖೈ ಹೊತ್ತೊ ಥೈ ಅನಿ ದೊನ್ ದಿಸ್ ರ್ಹಾಲೊ.