John 11:7 — Compare Translations
7 translations compared side by side
Odia - 1840
"ତାପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଚାଲ, ଆମ୍ଭେ ୟିହୂଦା ପ୍ରଦେଶକୁ ଫରେିୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ପୁନର୍ବାର ଯିହୁଦା ପ୍ରଦେଶକୁ ଯିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଶିଷ୍ୟମାନଙ୍କୁ କହିଲେ: “ଚାଲ, ଆମେ ଯିହୁଦା ପ୍ରଦେଶକୁ ଫେରିଯିବା।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆମ୍ଭେ ଯିହୂଦା ପ୍ରଦେଶକୁ ଫେରିଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦା ପ୍ରଦେଶକୁ ଯିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ, “ಅಮಿ ಜುದೆಯಾಕ್ ಜಾವಾ” ಮಟ್ಲ್ಯಾನ್.