John 11:8 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ କହିଲେ: “ଗୁରୁ! ଅଳ୍ପ କେତେଦିନ ଆଗରୁ ସେଠାରେ ଲୋକମାନେ ଆପଣଙ୍କୁ ପଥର ପକାଇ ମାରି ଦେବାକୁ ବସିଥିଲେ; ସେଠାକୁ ପୁଣି ଫେରି ଯିବାକୁ ଚାହୁଁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୂଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ, “ಗುರುಜಿ, ಅತ್ತಾ ಎಕ್ ಉಲ್ಲ್ಯಾ ಎಳಾಚ್ಯಾ ಫಾಟಿ ಥೈ ತುಕಾ ಲೊಕಾ ಗುಂಡ್ಯಾನಿ ಮಾರುಕ್ ಮನುನ್ ಉಟಲ್ಲಿ, ಅನಿ ತಿಯಾ ಥೈಚ್ ಜಾವ್ಕ್ ಬಗುಲೆ ಕಾಯ್?” ಮನುನ್ ಜಬಾಬ್ ದಿಲ್ಯಾನಿ.