John 11:9 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ଦିନ ମଧିଅରେ ବାର ଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନ ବେଳେ ଚାଲିଲେ ସେ ଝୁଣ୍ଟେ ନାହିଁ କି ପଡେ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ଦିନର ଆଲୁଅ ବାର ଘଣ୍ଟା ନ ଥାଏ କି? ଯେ ଦିନର ଆଲୁଅରେ ଚାଲେ, ସେ ଝୁଣ୍ଟିପଡ଼ ନାହିଁ, କାରଣ ଜଗତ ସେତେବେଳେ ଆଲୋକିତ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ଦିନରେ କ'ଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಎಕ್ ದಿಸಾಕ್ ಬಾರಾ ತಾಸ್ ಹೊಯ್ ಕಾಯ್ ನ್ಹಯ್? ಕೊನ್ ದಿಸಾಚ್ಯಾ ಉಜ್ವೊಡಾತ್ ಚಲ್ತಾ ತೊ ಅದ್ಳುನ್ ಪಡಿನಾ ಕಶ್ಯಾಕ್ ಮಟ್ಲ್ಯಾರ್ ತೆಕಾ ಹ್ಯಾ ಜಗಾಚೊ ಉಜ್ವೊಡ್ ದಿಸ್ತಾ”.