John 12:13 — Compare Translations

7 translations compared side by side

Odia - 1840
"ସମାନେେ ଖଜୁରୀ ବାହୂଙ୍ଗା ଧରି ୟିଶୁଙ୍କୁ ଦଖାେ କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜାରେ ରେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସିଥିବା ଏକ ବିରାଟ ଜନତା ଯୀଶୁ ଯିରୂଶାଲମକୁ ଆସିବେ ବୋଲି ଶୁଣିଲେ ଓ ହାତରେ ବାହୁଙ୍ଗା ଧରି ତାଙ୍କୁ ଭେଟିବାକୁ ଗଲେ। ସେମାନେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କର ପ୍ରଶଂସା ଗାନ କର। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ। ଇଶ୍ରାୟେଲର ରାଜାଙ୍କୁ ଈଶ୍ୱର ଆଶୀର୍ବାଦ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖଜୁରୀ ବାହୂଙ୍ଗା ଧରି ଯୀଶୁଙ୍କୁ ଦେଖା କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜୋ‌ର୍‌ରେ କହିଲେ, “ତାହାଙ୍କୁ ପ୍ରଶଂସା କର, ସ୍ୱାଗତ କର, ଯିଏ ପ୍ରଭୁଙ୍କ ନାମରେ ଆସନ୍ତି। ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କର। ପରମେଶ୍ୱର ଇସ୍ରାଏଲର ରାଜାଙ୍କୁ ଆଶୀର୍ବାଦ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”
Odia IRV 2017 (ଓଡିଆ ବାଇବେଲ)
ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತ್ಯಾನಿ ಖಜುರಾಚ್ಯಾ ಪಾನಾ ಸರ್ಕಿ ಪಾನಾ ಘೆವ್ನ್, “ಹೊಸಾನ್ನಾ! ಸರ್ವೆಸ್ವರಾಚ್ಯಾ ನಾವಾನ್ ಯೆತಾ ತೊ ದೆವ್ ಆಶಿರ್ವಾದ್ ದಿವ್ನ್ ದಿ! ದೆವಾ ಇಸ್ರಾಯೆಲಾಚೊ ರಾಜಾ ಆಶಿರ್ವಾದ್ ದಿವ್ನ್ ದಿ! ” ಮನುನ್ ಬೊಬ್ ಮಾರುನ್ಗೆತ್ ಜೆಜುಕ್ ಭೆಟುಕ್ ಮನುನ್ ಗೆಲೆ.