John 12:14 — Compare Translations

7 translations compared side by side

Odia - 1840
"ଯୀଶୁ ଗୋଟିଏ ଗଧ ପାଇଲେ ଓ ତା' ଉପରେ ଚଢି଼ଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥି ରେ ଲଖାେଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗୋଟିଏ ଗଧ ପିଠିରେ ବସି ଆସୁଥିଲେ। ଏହା ଦ୍ୱାରା ଶାସ୍ତ୍ରଲିଖିତ ଗୋଟିଏ ଭାବବାଣୀ ସଫଳ ହେଲା:
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ଗଧ ପାଇଲେ ଓ ତା’ ଉପରେ ଚଢ଼ିଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥିରେ ଲେଖାଥିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭ ଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸರ್ಕೆ ಜೆಜುಕ್ ಎಕ್ ಗಾಡಾವ್ ಗಾವ್ಲೊ ತೊ ತೆಚ್ಯಾ ವರ್ತಿ ಬಸಲ್ಲೊ,