John 12:16 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ଶିଷ୍ଯମାନେ ସେତବେେଳେ ଏହି ଘଟଣାର ଅର୍ଥ ବୁଝିପାରି ନଥିଲେ। କିନ୍ତୁ ଯୀଶୁ ଯେତବେେଳେ ମହିମାନ୍ବିତ ହେଲେ ସେତବେେଳେ ସମାନେେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟ ରେ ଲଖାଯାେଇଥିଲା। ତା'ପରେ ଶିଷ୍ଯମାନେ ମନେ ପକାଇଲେ ଯେ ସମାନେେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହିସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ଵିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ଵନ୍ଧରେ ଲେଖାଯାଇଥିଲା, ପୁଣି ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶିଷ୍ୟମାନେ ଏହାର ତାତ୍ପର୍ଯ୍ୟ ବୁଝି ନ ଥିଲେ। କିନ୍ତୁ ଯୀଶୁଙ୍କର ଗୌରବମୟ ପୁନରୁତ୍ଥାନ ପରେ ସେମାନଙ୍କର ମନେ ପଡ଼ିଲା ଯେ, ତାଙ୍କ ସମ୍ପର୍କରେ ଏସବୁ କଥା ଶାସ୍ତ୍ରରେ ଲେଖାଯାଇଥିଲା ଏବଂ ସେହି ଅନୁସାରେ ସେମାନେ କାର୍ଯ୍ୟ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଶିଷ୍ୟମାନେ ସେତେବେଳେ ଏହି ଘଟଣାର ଅର୍ଥ ବୁଝିପାରି ନ ଥିଲେ। କିନ୍ତୁ ଯୀଶୁ ଯେତେବେଳେ ମହିମାନ୍ୱିତ ହେଲେ ସେତେବେଳେ ସେମାନେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟରେ ଲେଖାଯାଇଥିଲା। ତା’ପରେ ଶିଷ୍ୟମାନେ ମନେ ପକାଇଲେ ଯେ ସେମାନେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହି ସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಹೆ ಸಗ್ಳೆ ಕಾಯ್ ಮನುನ್ ತ್ಯೆಚ್ಯಾ ಶಿಸಾಕ್ನಿ ಕಳುಕ್ ನಾ, ಖರೆ ಜೆಜುಕ್ ಮಹಿಮೆನ್ ಉಟ್ವಲ್ಲ್ಯಾ ತನ್ನಾ ತೆಕಾ ಕಳ್ಳೆಕಿ ಪವಿತ್ರ್ ಪುಸ್ತಕಾತ್ ತ್ಯೆಚ್ಯಾ ವಿಶಯಾತ್ ಸಾಂಗಲ್ಲ್ಯಾ ಸಾರ್ಕೆಚ್ ತೆನಿ ತೆಕಾ ಕರ್ಲ್ಯಾನಿ ಮನುನ್ ತೆಂಕಾ ಯಾದ್ ಯೆಲಿ.