John 12:17 — Compare Translations
7 translations compared side by side
Odia - 1840
"ଯୀଶୁ ଯେତବେେଳେ ଲାଜାରଙ୍କୁ ମରଣ ପରେ ଉେଠଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତବେେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସହେି ଲୋକମାନେ ଯୀଶୁଙ୍କ କାର୍ୟ୍ଯ ବିଷୟ ରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମୃତ ଲାଜାରକୁ କବର ଭିତରୁ ଡାକି ପୁନର୍ଜୀବିତ କରିବା ସମୟରେ ଯେଉଁମାନେ ତାଙ୍କ ସଙ୍ଗରେ ଥିଲେ, ସେମାନେ ଏହିସବୁ କଥା ଚାରିଆଡ଼େ ପ୍ରଚାର କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯେତେବେଳେ ଲାଜାରଙ୍କୁ ମରଣ ପରେ ଉଠେଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତେବେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସେହି ଲୋକମାନେ ଯୀଶୁଙ୍କ କାର୍ଯ୍ୟ ବିଷୟରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಲಾಜರಾಕ್ ಸಮಾದಿತ್ನಾ ಭಾಯ್ರ್ ಯೆ ಮನುನ್ ಬಲ್ವುನ್ ಝಿತ್ತೊ ಕರುನ್ ಉಟ್ವುತಾನಾ ಥೈ ಹೊತ್ತ್ಯಾ ಲೊಕಾನಿ ಥೈ ಕಾಯ್ ಕಾಯ್ ಹೊಲೆ ಮನ್ತಲೆ ಸಗ್ಳೆ ಸಾಂಗಟ್ಲ್ಯಾನಿ.