John 12:18 — Compare Translations

7 translations compared side by side

Odia - 1840
"ଯେତବେେଳେ ସମାନେେ ଶୁଣିଲେ ଯେ ଏହି ଆଶ୍ଚର୍ୟ୍ଯ କାର୍ୟ୍ଯ ଯୀଶୁଙ୍କ ଦ୍ବାରା ହାଇେଛି, ଅନକେ ଲୋକ ତାହାଙ୍କୁ ଭଟେିବା ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଯୀଶୁଙ୍କର ଏହି ଅଲୌକିକ କାର୍ଯ୍ୟର ଖବର ଶୁଣି ଲୋକମାନେ ଯୀଶୁଙ୍କୁ ଭେଟିବା ପାଇଁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଶୁଣିଲେ ଯେ ଏହି ଆଶ୍ଚର୍ଯ୍ୟ କାର୍ଯ୍ୟ ଯୀଶୁଙ୍କ ଦ୍ୱାରା ହୋଇଛି, ଅନେକ ଲୋକ ତାହାଙ୍କୁ ଭେଟିବା ପାଇଁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಜಾಪ್ ಕರಲ್ಲೆ ಲೈ ಲೊಕಾಂಚ್ಯಾ ತಾಂಡ್ಯಾನ್ ಆಯ್ಕಲ್ಲ್ಯಾನ್ ತೆಚೆಸಾಟ್ನಿ ತೆನಿ ತೆಕಾ ಬಗುಕ್ ಗೆಲ್ಲೆ.