John 12:19 — Compare Translations

7 translations compared side by side

Odia - 1840
"ତେଣୁ ଫାରୂଶୀମାନେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଆମ୍ଭର ଯୋଜନା କାମ କରୁନାହିଁ। ସାରା ଜଗତ ତାହାଙ୍କର ଅନୁଗରଣ କରିଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଫାରୁଶୀମାନେ ପରସ୍ପର ମଧ୍ୟରେ କୁହାକୁହି ହେଲେ, “ଦେଖୁଛ, ଆମେ କିଛି କରିପାରୁ ନାହୁଁ। ଜଗତ ସାରା ତାଙ୍କ ପଛରେ ଗଲେଣି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୂଶୀମାନେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଆମ୍ଭର ଯୋଜନା କାମ କରୁ ନାହିଁ। ସାରା ଜଗତ ତାହାଙ୍କର ଅନୁସରଣ କରିଲେଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾನಿ ಎಕಾಮೆಕಾಕ್ನಿ, “ಬಗಾ ಅಮ್ಚೆನಿ ಕಾಯ್ ಬಿ ಕರುಕ್ ಹೊಯ್ನಾ ಹೊಲಾ! ಸಗ್ಳೊ ಜಗುಚ್ ತ್ಯೆಚ್ಯಾ ಫಾಟ್ನಾ ಜಾವ್ಲಾಲಾ!” ಮಟ್ಲ್ಯಾನಿ.