John 12:2 — Compare Translations
7 translations compared side by side
Odia - 1840
"ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜିର ଆୟୋଜନ କରାଯାଇଥିଲା। ଭୋଜିରେ ମାର୍ଥା ଆତିଥ୍ୟର ଭାର ନେଇଥିଲେ ଓ ଲାଜାର ଯୀଶୁଙ୍କ ସହିତ ଭୋଜିରେ ବସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ ಥೈ ಜೆವಾನ್ ತಯಾರ್ ಕರಲ್ಲ್ಯಾನಿ, ಮಾರ್ಥಾ ರಾಚ್ಚೆ ಜೆವಾನ್ ವಾಡುಕ್ ಮಜತ್ ಕರಿ. ಲಾಜರ್ ಜೆಜುಚ್ಯಾ ವಾಂಗ್ಡಾ ಜೆವ್ನಾಚ್ಯಾ ಪಂಗ್ತಿರ್ ಬಸಲ್ಲೊ.