John 12:20 — Compare Translations
7 translations compared side by side
Odia - 1840
"ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପର୍ବ ସମୟରେ ଉପାସନା କରିବା ପାଇଁ ଯିରୂଶାଲମକୁ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେ ଜଣ ଗ୍ରୀକ୍ ଲୋକ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ ଓ ମୃତ୍ୟୁ ବିଷୟରେ ଯୀଶୁଙ୍କ କଥା ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸನಾಚ್ಯಾ ಎಳಾರ್ ಆರಾದನ್ ಕರುಕ್ ಮನುನ್ ಜೆರುಜಲೆಮಾಕ್ ಯೆಲ್ಲ್ಯಾ ಲೊಕಾತ್ನಿ ಉಲ್ಲಿ ಗ್ರಿಕ್ ದೆಶಾಚಿ ಲೊಕಾಬಿ ಹೊತ್ತಿ.