John 12:21 — Compare Translations
7 translations compared side by side
Odia - 1840
"ସହେି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗାଲିଲୀର ବେଥ୍ସାଇଦା ନିବାସୀ। ସେମାନେ ଫିଲିପ୍ଙ୍କ ନିକଟକୁ ଯାଇ କହିଲେ, “ମହାଶୟ, ଆମେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಫಿಲಿಪಾಕ್ಡೆ ಗೆಲ್ಯಾನಿ ತೊ ಗಾಲಿಲಿಯಾತ್ಲ್ಯಾ ಬೆತ್ಸಾಯಿದಾ ಮನ್ತಲ್ಯಾ ಗಾಂವಾತ್ಲೊ ಅನಿ, “ಸಾಯ್ಬಾ ಅಮ್ಕಾ ಜೆಜುಕ್ ಬಗುಚೆ ಮನುನ್ ಹೊತ್ತೆ” ಮಟ್ಲ್ಯಾನಿ.