John 12:22 — Compare Translations
7 translations compared side by side
Odia - 1840
"ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏକଥା ଜଣାଇଲେ। ତା'ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ ଯାଇ ଆନ୍ଦ୍ରିୟଙ୍କୁ ଏ ଖବର ଦେଲେ ଏବଂ ଦୁଇ ଜଣ ଯାଇ ଯୀଶୁଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏ କଥା ଜଣାଇଲେ। ତା’ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି, ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪಾನ್ ಜಾವ್ನ್ ಅಂದ್ರುಕ್ ಜಾವ್ನ್ ಸಾಂಗ್ಲ್ಯಾನ್, ಅನಿ ತೆನಿ ದೊಗೆಬಿ ಜಾವ್ನ್ ಜೆಜುಕ್ ಸಾಂಗಟ್ಲ್ಯಾನಿ.