John 12:23 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ଵିତ ହେବା ନିମନ୍ତେ ସମୟ ଉପସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବାର ବେଳ ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ ಜವಾಬ್ ದಿಲ್ಲ್ಯಾನ್, “ಮಾನ್ಸಾಚೊ ಲೆಕ್ ಮೊಟಿ ಮಹಿಮಾ ಜೊಡುನ್ ಘೆತಲೊ ಎಳ್ ಅತ್ತಾ ಯೆವ್ನ್ ಪಾವ್ಲಾ.