John 12:24 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମକୁ ସତ୍ୟ କହୁଛି, ଗହମ ବୀଜଟିଏ ଭୂମିରେ ପଡ଼ି ମରିବା ପର୍ଯ୍ୟନ୍ତ ତାହା ଗୋଟିଏ ଦାନା ହୋଇ ରହେ, କିନ୍ତୁ ସେ ମଲେ ସେଥିରୁ ଅନେକ ବୀଜ ଉତ୍ପନ୍ନ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା’ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ! ಕಡೆ ಪತರ್ ಘಂವಾಚಿ ಭ್ಹಿಂಯ್ ಮಾಟಿತ್ ಪಡುನ್ ಮರಿನಾ ತವ್ಡ್ಯಾ ಪತರ್ ಎಕ್ಲಿಚ್ ರ್‍ಹಾತಾ. ಖರೆ ತಿ ಮರಲ್ಲ್ಯಾ ತನ್ನಾ ಅನಿ ಜಾಸ್ತಿಚಿ ಭ್ಹಿಂಯಾ ಉತ್ಪನ್ನ್ ಕರಿ ಸರ್ಕೆ ಕರ್‍ತಾ.