John 12:25 — Compare Translations

7 translations compared side by side

Odia - 1840
"ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ପ୍ରାଣକୁ ପ୍ରିୟଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହ-ଜଗତରେ ଘୃଣା କରେ, ସେ ତାହା ଅନ; ଜୀବନ ନିମନ୍ତେ ରକ୍ଷା କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ନିଜ ଜୀବନ ପ୍ରତି ଆସକ୍ତ ଥାଏ, ସେ ତାହା ହରାଇବ; ଯେ ଏହି ଜଗତରେ ନିଜ ଜୀବନକୁ ଗୌଣ ମନେ କରେ, ସେ ତାକୁ ଅନନ୍ତକାଳ ପାଇଁ ସୁରକ୍ଷା କରିବ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಅಪ್ನಾಚ್ಯಾ ಜಿವಾಚೊ ಪ್ರೆಮ್ ಕರ್‍ತಾ, ತೊ ತೆ ಕಳ್ದುನ್ ಘೆತಾ, ಅನಿ ಜೊ ಕೊನ್ ಹ್ಯಾ ಜಗಾತ್ ಅಪ್ನಾಚ್ಯಾ ಸ್ವಂತ್ ಜಿವಾಚೊ ದ್ವೆಸ್ ಕರ್‍ತಾ ತೊ ಅಪ್ನಾಚೊ ಜಿವ್ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಕ್ ರಾಕುನ್ ಥವ್ತಾ.