John 12:26 — Compare Translations
7 translations compared side by side
Odia - 1840
"ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋର ସେବକ ହେବାକୁ ଚାହେଁ, ସେ ମୋର ଅନୁଗମନ କରୁ, ତାହାହେଲେ ମୁଁ ଯେଉଁଠାରେ ଥାଏ, ମୋର ସେବକ ମଧ୍ୟ ସେହିଠାରେ ରହିବ ଏବଂ ସେ ମୋ’ ପିତାଙ୍କ ନିକଟରେ ସମ୍ମାନିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”
Odia IRV 2017 (ଓଡିଆ ବାଇବେଲ)
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಕ್ ಮಾಜಿ ಸೆವಾ ಕರುಕ್ ಪಾಜೆ ತೊ ಮಾಜ್ಯಾ ಫಾಟ್ನಾ ಯೆಂವ್ದಿತ್, ಅಶೆಚ್ ಮಿಯಾ ಖೈ ರ್ಹಾತಾ ಥೈ ಮಾಜೊ ಸೆವಕ್ ಬಿ ರ್ಹಾತಾ. ಅನಿ ಮಾಜೊ ಬಾಬಾ ಮಾಜಿ ಸೆವಾ ಕರ್ತಲ್ಯಾಕ್ ಮಾಜೊ ಬಾಬಾ ಭೊಮಾನ್ ದಿತಾ”.