John 12:27 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏବେ ମୁଁ ବଡ଼ ବ୍ୟଥିତ- କ’ଣ କହିବି? ‘ପିତା, ଏହି ଦୁଃସମୟରୁ ମୋତେ ଉଦ୍ଧାର କର’ ବୋଲି କ’ଣ ମୁଁ ନିବେଦନ କରିବି? ସେଥିପାଇଁ ତ ମୁଁ ଆସିଛି। ଦୁଃଖଭୋଗର ମୁହୂର୍ତ୍ତଗୁଡ଼ିକୁ ସହ୍ୟ କରିବା ପାଇଁ ମୁଁ ପ୍ରେରିତ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ “ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅತ್ತಾ ಮಾಜೊ ಜಿವ್ ಭಿಂವ್ಲಾ, ಅನಿ ಮಿಯಾ ಕಾಯ್ ಸಾಂಗು? ಬಾಬಾ ಹ್ಯೊ ಎಳ್ ಮಾಜೆವರ್ತಿ ಯೆವ್ಕ್ ದಿವ್ನಕೊ? ಖರೆ ತೆಚೆಸಾಟ್ನಿಚ್ ಮನುನ್ ಮಿಯಾ ಯೆಲಾ ತಶೆ ಮನುನ್ ಮಿಯಾ ಹ್ಯೊ ಕಸ್ಟ್ ಅನ್ಬೊಗ್ಸುಕುಚ್ ಪಾಜೆ.