John 12:28 — Compare Translations
7 translations compared side by side
Odia - 1840
"ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତଃ, ଆପଣା ନାମ ମହିମାନ୍ଵିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ଵିତ କରିଅଛୁ, ଆଉ ପୁନର୍ବାର ମହିମାନ୍ଵିତ କରିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା, ତୁମ ନାମ ମହିମାନ୍ୱିତ ହେଉ।” ଏହି ସମୟରେ ଊଦ୍ଧ୍ୱର୍ରୁ ଏକ ବାଣୀ ଶୁଣାଗଲା, “ଆମେ ତାହାକୁ ମହିମାନ୍ୱିତ କରିଛୁ ଏବଂ ପୁନର୍ବାର କରିବୁ।”
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।” ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।
Odia IRV 2017 (ଓଡିଆ ବାଇବେଲ)
ପିତଃ, ଆପଣା ନାମ ମହିମାନ୍ୱିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ, ತುಜೆ ನಾವ್ ಮಹಿಮೆವಂತ್ ಹೊಯ್ ಸಾರ್ಕೆ ಕರ್! ತನ್ನಾ ಸರ್ಗಾವೈನಾ ಮಿಯಾ ತೆ ಮಹಿಮೆವಂತ್ ಕರ್ಲಾ ಅನಿ ಅನಿ ಎಗ್ದಾ ತೆ ಮಹಿಮೆವಂತ್ ಕರ್ತಾ” ಮನುನ್ ಧನ್ ಆಯ್ಕೊ ಯೆಲೊ.