John 12:29 — Compare Translations

7 translations compared side by side

Odia - 1840
"ସଠାେରେ ଠିଆ ହାଇେଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସମାନେେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଛିଡ଼ା ହୋଇଥିବା ଜନତା ସେହି ସ୍ୱର ଶୁଣିଲେ ଏବଂ କେତେକ କହିଲେ, “ଏହା ମେଘ ଗର୍ଜନ।” ପୁଣି ଅନ୍ୟମାନେ କହିଲେ, “ସ୍ୱର୍ଗଦୂତ ତାଙ୍କ ସହିତ କଥା କହୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ। କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಇಬೆ ಹೊತ್ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾನ್ ತೊ ಧನ್ ಆಯಿಕ್ಲ್ಯಾನ್ ಅನಿ ಉಲ್ಲ್ಯಾ ಲೊಕಾನಿ ಗುಡ್ಗುಡೊ ತೊ ಮಟ್ಲ್ಯಾನಿ ಅನಿ ಹುರಲ್ಲ್ಯಾನಿ, “ತ್ಯೆಚ್ಯಾ ವಾಂಗ್ಡಾ ಎಕ್ ದೆವಾಚ್ಯಾದುತಾನ್‍ ಬೊಲ್ಲ್ಯಾನ್!” ಮಟ್ಲ್ಯಾನಿ.