John 12:32 — Compare Translations
7 translations compared side by side
Odia - 1840
"ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ଵକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେତେବେଳେ ଊଦ୍ଧ୍ୱର୍କୁ ଉତ୍ତୋଳିତ ହେବି, ସେତେବେଳେ ସମସ୍ତଙ୍କୁ ଆକର୍ଷଣ କରିବି।” (
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଗତରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି। ଯେତେବେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମୋ’ ନିକଟକୁ ନେଇ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಕನ್ನಾ ಜಮ್ನಿ ವೈನಾ ವೈರ್ ಉಕ್ಲುನ್ ಹೊಲ್ಲ್ಯಾ ತನ್ನಾ ಮಿಯಾ ಸಗ್ಳ್ಯಾ ಲೊಕಾನಿ ಮಾಜ್ಯಾಕ್ಡೆ ವೊಡುನ್ ಘೆತಾ”.