John 12:34 — Compare Translations

7 translations compared side by side

Odia - 1840
"ଲୋକମାନେ କହିଲେ, ଆମ୍ଭ ବ୍ଯବସ୍ଥା କୁ ହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତବେେ ତୁମ୍ଭେ କାହିଁକି କହୁଛ ଯେ 'ମନୁଷ୍ଯ ପୁତ୍ର ନିଶ୍ଚୟ ଉର୍ଦ୍ଧ୍ବକୁ ଯିବେ?' ଏହି ମନୁଷ୍ଯପୁତ୍ର କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଚିରକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ଵକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ କହିଲେ, “ମସୀହ ଚିରଞ୍ଜୀବୀ ହେବେ ବୋଲି ଆମ ଶାସ୍ତ୍ର କହେ। ଆପଣ କିପରି କହୁଛନ୍ତି, ମନୁଷ୍ୟପୁତ୍ର ଊଦ୍ଧ୍ୱର୍କୁ ଉତ୍ତୋଳିତ ହେବେ? ଏହି ମନୁଷ୍ୟପୁତ୍ର କିଏ?”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾನ್, “ಅಮ್ಚೊ ಖಾಯ್ದೊ ಮೆಸ್ಸಿಯಾಕ್ ಕನ್ನಾಚ್ ಮರಾನ್ ನಾ ಮನ್ತಾ, ತಸೆಜಾಲ್ಯಾರ್ ಮಾನ್ಸಾಚ್ಯಾ ಲೆಕಾಕ್ ವೈರ್ ಉಕ್ಲುನ್ ಹೊತಾ ಮನುನ್ ತಿಯಾ ಕಶೆ ಮನ್ತೆಯ್? ಮಾನ್ಸಾಚೊ ಲೆಕ್ ಮಟ್ಲ್ಯಾರ್ ತೊ ಕೊನ್?” ಮಟ್ಲ್ಯಾನ್.