John 12:35 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ: “ଯେଉଁ ଆଲୋକ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉଦ୍ଭାସିତ, ତାହା ଆଉ ଅଳ୍ପ ସମୟ ରହିବ। ଆଲୋକ ଥିବାଯାଏ ଗନ୍ତବ୍ୟ ପଥରେ ଚାଲ। ତାହାହେଲେ ତୁମକୁ ଅନ୍ଧକାର ଆଚ୍ଛନ୍ନ କରିବ ନାହିଁ। ଅନ୍ଧକାରରେ ଯାଉଥିବା ଲୋକ କେଉଁଆଡ଼େ ଯାଉଛି, ଜାଣିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭମାନଙ୍କ ପାଖରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖରେ ଥିବା ପର୍ଯ୍ୟନ୍ତ ଗ୍ଭଲ। ତେବେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାରରେ ଗ୍ଭଲୁଥିବା ବ୍ୟକ୍ତି କେଉଁଆଡ଼େ ଯାଉଛି ଜାଣି ପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಅನಿ ಉಲ್ಲೊಸೊಚ್ ಎಳ್ ಉಜ್ವೊಡ್ ತುಮ್ಚ್ಯಾ ಮದ್ದಿ ರ್‍ಹಾತಾ, ಉಜ್ವೊಡ್ ತುಮ್ಚ್ಯಾ ಮದ್ದಿ ರ್‍ಹಾತಾನಾಚ್ ತುಮಿ ತುಮ್ಚಿ ಫಿಡ್ಲಿ ವಾಟ್ ಚಲಾ, ಅಶೆಚ್ ಕಾಳೊಕಾಕ್ ತುಮ್ಚ್ಯಾವರ್ತಿ ಯೆವ್ಕ್ ಹೊಯ್ನಾ ಕಾಳ್ಕಾತ್ ಚಲ್ತಲ್ಯಾಕ್ ತೊ ಖೈ ಜಾವ್ಕ್ ಲಾಗ್ಲಾ ಮನುನ್ ಗೊತ್ತ್ ಹೊಯ್ನಾ.