John 12:38 — Compare Translations
7 translations compared side by side
Odia - 1840
"ଅତଏବ ଭବିଷ୍ଯଦ୍ବକ୍ତା ୟିଶାଇୟ ଯାହା କହିଥିଲେ ତାହା ସତ୍ଯ ହେଲା, ସେ କହିଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିଦ୍ୱାରା ଭାବବାଦୀ ଯିଶାଇୟଙ୍କ ଭବିଷ୍ୟଦ୍ବାଣୀ ସଫଳ ହେଲା: “ପ୍ରଭୁ, କିଏ ଆମ ବାର୍ତ୍ତାକୁ ବିଶ୍ୱାସ କଲା? କାହା ନିକଟରେ ପ୍ରଭୁ ତାଙ୍କ ଶକ୍ତି ପ୍ରକାଶ କଲେ?”
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଭବିଷ୍ୟଦ୍ବକ୍ତା ଯିଶାଇୟ ଯାହା କହିଥିଲେ ତାହା ସତ୍ୟ ହେଲା, ସେ କହିଥିଲେ, “ହେ ପ୍ରଭୁ, ଆମ୍ଭେ କହିଥିବା କଥାରେ କିଏ ବିଶ୍ୱାସ କରିଛି? କିଏ ପ୍ରଭୁଙ୍କର ଶକ୍ତି ଦେଖିଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?”
Odia IRV 2017 (ଓଡିଆ ବାଇବେଲ)
ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆಂಕಾ ಇಸಾಯಿಯಾ ಪ್ರವಾದ್ಯಾನ್ “ಸರ್ವೆಸ್ವರಾ, ಮಿಯಾ ಸಾಂಗಲ್ಲ್ಯಾ ಖಬ್ರೆ ವರ್ತಿ ಕೊನ್ ವಿಶ್ವಾಸ್ ಕರ್ತಾ? ಸರ್ವೆಸ್ವರ್ ಅಪ್ನಾಚಿ ತಾಕತ್ ಕೊನಾಚ್ಯಾ ವರ್ತಿ ದಾಕುನ್ ದಿತಾ ” ಮನುನ್ ಸಾಂಗಲ್ಲೆ ಪುರಾ ಹೊಲೆ.