John 12:39 — Compare Translations
7 translations compared side by side
Odia - 1840
"ସମାନେେ ବିଶ୍ବାସ କରି ପାରି ନଥିଲେ, କାରଣ ୟିଶାଇୟ ଆହୁରି ମଧ୍ଯ କହିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ସେମାନେ ବିଶ୍ଵାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଅବିଶ୍ୱାସ ସମ୍ପର୍କରେ ଯିଶାଇୟ ଯାହା ଦେଖିଥିଲେ, ତାହା ହିଁ ଘଟିଲା:
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଶ୍ୱାସ କରି ପାରି ନ ଥିଲେ, କାରଣ ଯିଶାଇୟ ଆହୁରି ମଧ୍ୟ କହିଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ସେମାନେ ବିଶ୍ୱାସ କରିପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆಚ್ ತೆನಿಬಿ ವಿಶ್ವಾಸ್ ಕರುಕ್ನಾತ್ ಕಶ್ಯಾಕ್ ಮಟ್ಲ್ಯಾರ್ ಇಸಾಯಿಯಾ ಪ್ರವಾದ್ಯಾನ್,