John 12:4 — Compare Translations

7 translations compared side by side

Odia - 1840
"ଈଷ୍କାରିଯୋଥ ୟିହୂଦା ସଠାେରେ ଥିଲା। ୟିହୂଦା ଯୀଶୁଙ୍କର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ୟିହୂଦା ମରିୟମଙ୍କ ଏହି କାର୍ୟ୍ଯ ପସନ୍ଦ କଲେ ନାହିଁ। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଶିଷ୍ୟ ଯିହୁଦା ଇଷ୍କରିୟୋଥ୍ (ଯେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଥିଲା) କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚ್ಯಾ ಶಿಸಾನಿತ್ಲ್ಯಾ ಎಕ್ಲ್ಯಾನ್ ಜುದಾಸ್ ಇಸ್ಕರಿಯೊತಾಕ್ ಹೆ ಬರೆ ದಿಸುಕ್ನಾ ಹ್ಯೊ ಫಿಡೆ ಜೆಜುಕ್ ಧರುನ್ ದಿತಲ್ಯಾನ್,