John 12:40 — Compare Translations

7 translations compared side by side

Odia - 1840
"ପରମେଶ୍ବର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସମାନଙ୍କେର ହୃଦୟ କଠିନ କରି ଦଇେଛନ୍ତି। ସମାନେେ ଯେପରି ଆଖି ରେ ଦେଖିପାରିବେ ନାହିଁ ଓ ବୁଦ୍ଧି ରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ବର ଏହା କରିଅଛନ୍ତି। ତା'ପରେ ମୁଁ ସମାନଙ୍କେୁ ସୁସ୍ଥ କରିବି। ୟିଶାଇୟ 6:10"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସତେ ଯେପରି ଈଶ୍ୱର ସେମାନଙ୍କୁ ଅନ୍ଧ କରି କରି ଦେଇଛନ୍ତି। ସେଥିପାଇଁ ସେମାନେ କିଛି ଦେଖିପାରନ୍ତି ନାହିଁ, ଅବା କିଛି ବୁଝିପାରନ୍ତି ନାହିଁ। ଈଶ୍ୱର କହୁଛନ୍ତି, ‘ଆରୋଗ୍ୟ ଲାଭ କରିବା ପାଇଁ ସେମାନେ ମୋ’ ନିକଟକୁ ଫେରି ଆସୁ ନାହାନ୍ତି’।”
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସେମାନଙ୍କର ହୃଦୟ କଠିନ କରି ଦେଇଛନ୍ତି। ସେମାନେ ଯେପରି ଆଖିରେ ଦେଖି ପାରିବେ ନାହିଁ ଓ ବୁଦ୍ଧିରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ୱର ଏହା କରିଅଛନ୍ତି। ତା’ପରେ ମୁଁ ସେମାନଙ୍କୁ ସୁସ୍ଥ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದೆವಾನ್ ತುಮ್ಚೆ ಡೊಳೆ ಕುಡ್ಡೆ ಕರ್‍ಲ್ಯಾನಾಯ್ ಅನಿ ತೆಂಚಿ ಮನಾಂಚಿ ದಾರಾ ಧಾಪ್ಲ್ಯಾನಾಯ್” “ತಸೆಮನುನ್ ತೆಂಚ್ಯಾ ಡೊಳ್ಯಾಕ್ನಿ ದಿಸಿನಾ ಅನಿ ತೆಂಚ್ಯಾ ಮನಾಕ್ನಿ ಕಾಯ್ ಬಿ ಅರ್ತ್ ಹೊಯ್ನಾ ಅನಿ ಮಿಯಾ ತೆಂಕಾ ಗುನ್ ಕರುಕ್ ಮನುನ್ ತೆನಿ ಮಾಜಾಕ್ಡೆ ಪರ್ತುನ್ ಯೆಯ್ನಾತ್ ಮನುನ್ ದೆವ್ ಮನ್ತಾ. ” ಮನುನ್ ಬಿ ಸಾಂಗಲ್ಲೆ ಹಾಯ್.