John 12:41 — Compare Translations
7 translations compared side by side
Odia - 1840
"ୟିଶାଇୟ ଏକଥା କହିଥଲେେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟ ରେ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିଶାଇୟ ତାଙ୍କ ଦିବ୍ୟଦୃଷ୍ଟିରେ ଯୀଶୁଙ୍କ ମହିମା ବିଷୟରେ ପୂର୍ବରୁ ଅବଗତ ହୋଇ ଏହିପରି ଲେଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ ଏ କଥା କହିଥେଲେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟରେ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾನ್ ತಸೆ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್ ಜೆಜುಚಿ ಮಹಿಮಾ ಬಗಟಲ್ಲ್ಯಾನ್ ತಸೆಮನುನ್ ತೆನಿ ಅಶೆಚ್ ಮಟ್ಲ್ಯಾನ್.