John 12:42 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁଙ୍କୁ ଅନକେ ଲୋକ ବିଶ୍ବାସ କଲେ ଏପରିକି, ଅନକେ ଯିହୂଦୀ ନେତାମାନେ ମଧ୍ଯ ତାହାଙ୍କ ଠା ରେ ବିଶ୍ବାସ କଲେ। କିନ୍ତୁ ସମାନେେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସମାନେେ ତାହାଙ୍କ ବିଶ୍ବାସ ସମ୍ବନ୍ଧ ରେ ଖାେଲାଖାଲିେ ଭାବେ କହିଲେ ନାହିଁ। ସମାନେେ ଡରିଲେ, କାଳେ ଫାରୂଶୀମାନେ ସମାନଙ୍କେୁ ସମାଜଗୃହରୁ ବାହାର କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ, କିନ୍ତୁ କାଳେ ସେମାନେ ସମାଜଚ୍ୟୁତ ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ଵୀକାର କରୁ ନ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଇହୁଦୀ କର୍ତ୍ତୃପକ୍ଷଙ୍କ ମଧ୍ୟରୁ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ, କିନ୍ତୁ ଫାରୁଶୀମାନଙ୍କ ଦ୍ୱାରା ସମାଜଚ୍ୟୁତ ହେବା ଭୟରେ ପ୍ରକ୍ୟାରେ ସେହି ବିଷୟରେ କଥାବାର୍ତ୍ତା ହେଉ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ। ଏପରିକି, ଅନେକ ଯିହୂଦୀ ନେତାମାନେ ମଧ୍ୟ ତାହାଙ୍କଠାରେ ବିଶ୍ୱାସ କଲେ। କିନ୍ତୁ ସେମାନେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ତାହାଙ୍କ ବିଶ୍ୱାସ ସମ୍ବନ୍ଧରେ ଖୋଲାଖୋଲି ଭାବେ କହିଲେ ନାହିଁ। ସେମାନେ ଡରିଲେ, କାଳେ ଫାରୂଶୀମାନେ ସେମାନଙ୍କୁ ସମାଜଗୃହରୁ ବାହାର କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆ ಜುದೆವಾಂಚೆ ಅದಿಕಾರಿಬಿ ಜೆಜುವರ್ತಿ ವಿಶ್ವಾಸ್ ಕರಿತ್ ಖರೆ ಫಾರಿಜೆವಾಕ್ನಿ ಲಾಗುನ್ ತೆನಿ ತೊ ವಿಶ್ವಾಸ್ ದಾಕ್ವುನ್ ದಿ ನಸಿತ್ ಅಶೆಚ್ ಸಿನಾಗೊಗಾನಿತ್ನಾ ಭಾಯ್ರ್ ಘಾಲ್ತಲೆ ತೆಂಕಾ ನಕ್ಕೊ ಹೊಲ್ಲೆ.