John 12:44 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଚିତ୍କାର କରି କହିଲେ, ମାଠାେ ରେ ଯେଉଁ ଲୋକ ବିଶ୍ବାସ ରେଖ, ସେ ପ୍ରକୃତ ରେ ମାେ ଠା ରେ ନୁହେଁ ମାତ୍ର ଯେ ମାେତେ ପଠାଇଛନ୍ତି, ତାହାଙ୍କଠା ରେ ବିଶ୍ବାସ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼଠାରେ ବିଶ୍ଵାସ କରେ, ସେ ମୋʼଠାରେ ବିଶ୍ଵାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ଵାସ କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉଚ୍ଚ ସ୍ୱରରେ କହିଲେ, “ଯେ ମୋ’ଠାରେ ବିଶ୍ୱାସ କରେ, ସେ କେବଳ ମୋତେ ନୁହେଁ; ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ବିଶ୍ୱାସ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିକ୍ଷା ଲୋକଙ୍କର ବିଗ୍ଭର କରିବ ତା’ପରେ ଯୀଶୁ ଚିତ୍କାର କରି କହିଲେ, “ମୋ’ଠାରେ ଯେଉଁ ଲୋକ ବିଶ୍ୱାସ ରଖେ, ସେ ପ୍ରକୃତରେ ମୋ’ଠାରେ ନୁହେଁ ମାତ୍ର ଯେ ମୋତେ ପଠାଇଛନ୍ତି, ତାହାଙ୍କଠାରେ ବିଶ୍ୱାସ ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಮೊಟ್ಯಾ ಅವಾಜಾನ್ ಸಾಂಗಲ್ಲ್ಯಾನ್ “ಜೊ ಕೊನ್ ಮಾಜೆ ವರ್ತಿ ವಿಶ್ವಾಸ್ ಕರ್ತಾ ತೊ ಖಾಲಿ ಮಾಜೆವರ್ತಿ ಎವ್ಡೆಚ್ ನ್ಹಯ್ ಮಾಕಾ ಧಾಡುನ್ ದಿಲ್ಲ್ಯಾಚ್ಯಾ ವರ್ತಿಬಿ ವಿಶ್ವಾಸ್ ಕರ್ತಾ.