John 12:45 — Compare Translations
7 translations compared side by side
Odia - 1840
"ମାେତେ ଯେଉଁ ଲୋକ ଦେଖେ, ସେ ପ୍ରକୃତ ରେ ମାରେ ପ୍ ରରଣୋ କର୍ତ୍ତାଙ୍କୁ ଦେଖେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋତେ ଦେଖିଛି, ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଦେଖିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଯେଉଁ ଲୋକ ଦେଖେ, ସେ ପ୍ରକୃତରେ ମୋର ପ୍ରେରଣ କର୍ତ୍ତାଙ୍କୁ ଦେଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಮಾಕಾ ಬಗ್ತಾ, ತೊ ಮಾಕಾ ಧಾಡಲ್ಲ್ಯಾಕ್ ಬಗ್ತಾ.