John 12:46 — Compare Translations
7 translations compared side by side
Odia - 1840
"ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ମୋʼଠାରେ ବିଶ୍ଵାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜଗତର ଆଲୋକ ସ୍ୱରୂପ ଆସିଛି। ଯେ ମୋ’ଠାରେ ବିଶ୍ୱାସ କରେ, ସେ ଆଉ ଅନ୍ଦକାରରେ ରହିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମୋର ଆସିବାର କାରଣ, ମୋ’ଠାରେ ବିଶ୍ୱାସ ରଖିଥିବା ପ୍ରତ୍ୟେକ ଲୋକ କେବେ ଅନ୍ଧକାରରେ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಹ್ಯಾ ಜಗಾಕ್ ಎಕ್ ಉಜ್ವೊಡ್ ಹೊವ್ನ್ ಯೆಲಾ. ತೆಚೆಸಾಟ್ನಿ ಮಾಜೆವರ್ತಿ ವಿಶ್ವಾಸ್ ಕರ್ತಲೊ ಕೊನ್ ಬಿ ಕಾಳ್ಕಾತ್ ರ್ಹಾಯ್ನಾ.