John 12:47 — Compare Translations
7 translations compared side by side
Odia - 1840
"ମୁଁ ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ଯ ରେ ଆସିଛି। ଯେଉଁମାନେ ମାେ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ଯ କରନ୍ତି ମୁଁ ସହେି ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋର ବାର୍ତ୍ତା ଶୁଣି ପାଳନ କରେ ନାହିଁ, ମୁଁ ତା’ର ବିଚାର କରିବି ନାହିଁ। ମୁଁ ଜଗତକୁ ବିଚାର କରିବା ପାଇଁ ଆସି ନାହିଁ, ଆସିଛି ତାକୁ ରକ୍ଷା କରିବାକୁ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ୟରେ ଆସିଛି। ଯେଉଁମାନେ ମୋ’ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ୟ କରନ୍ତି ମୁଁ ସେହି ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಮಾಜಿ ಗೊಸ್ಟಿಯಾ ಆಯ್ಕುನ್ ತಿ ಪಾಳಿನಾ, ಮಿಯಾ ತೆಚಿ ನಿತ್ ಕರಿನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಜಗಾಚಿ ನಿತ್ ಕರುಕ್ ಮನುನ್ ಮಿಯಾ ಯೆವ್ಕ್ ನಾ, ಜಗಾಕ್ ಹುರ್ವುನ್ ಘೆವ್ಕ್ ಮನುನ್ ಯೆಲಾ.