John 12:48 — Compare Translations

7 translations compared side by side

Odia - 1840
"ଜଣେ ବିଚାରକ ଅଛନ୍ତି. ୟିଏ ବିଚାର କରିବେ କି, କେଉଁ ଲୋକ ମାେତେ ବିଶ୍ବାସ କରୁନାହିଁ ଓ ମାେ କଥା ଗ୍ରହଣ କରୁନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦଇେଛି, ତାହା ଦ୍ବାରା ସହେି ଲୋକ ଶଷେ ଦିନ ରେ ବିଚାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋତେ ପ୍ରତ୍ୟାଖ୍ୟାନ କରି ମୋର ବାର୍ତ୍ତା ଗ୍ରହଣ କରେ ନାହିଁ, ମୋ’ ମୁଖର ବାକ୍ୟ ତା’ର ବିଚାରକ ହେବ। ସେହି ବାକ୍ୟ ଅନ୍ତିମ ଦିବସରେ ତା’ର ବିଚାର କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବିଗ୍ଭରକ ଅଛନ୍ତି. ଯିଏ ବିଗ୍ଭର କରିବେ କି, କେଉଁ ଲୋକ ମୋତେ ବିଶ୍ୱାସ କରୁ ନାହିଁ ଓ ମୋ’ କଥା ଗ୍ରହଣ କରୁ ନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦେଇଛି, ତାହା ଦ୍ୱାରା ସେହି ଲୋକ ଶେଷ ଦିନରେ ବିଗ୍ଭର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।
Odia IRV 2017 (ଓଡିଆ ବାଇବେଲ)
ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಮಾಕಾ ಇನ್ಕಾರ್ ಕರುನ್, ಮಾಜ್ಯಾ ತೊಂಡಾತ್ನಾ ಯೆಲ್ಲಿ ಶಬ್ದಾ ಮಾನುನ್ ಘೆಯ್ನಾ ತ್ಯಾಚ್ ಮಾಜ್ಯಾ ಗೊಸ್ಟಿಯಾ ತೆಂಚಿ ನಿತ್ ಕರ್‍ತಲೊ ಎಕ್ಲೊ ಹಾಯ್, ಆಕ್ರಿಚ್ಯಾ ದಿಸಿ ಮಿಯಾ ಬೊಲಲ್ಲ್ಯಾ ಗೊಸ್ಟಿಯಾಚ್ ತೆಚಿ ನಿತ್ ಹೊಯ್ ಸಾರ್ಕಿ ಕರ್‍ತಾತ್!