John 12:49 — Compare Translations

7 translations compared side by side

Odia - 1840
"ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥଶ ସତ୍ୟ, କାରଣ ମୁଁ ନିଜ ମନରୁ କିଛି କହୁ ନାହିଁ, ଯାହା ମୁଁ କହୁଛି, ତା’ କହିବା ଓ ପ୍ରକାଶ କରିବା ପାଇଁ ମୋ’ ପ୍ରେରଣକର୍ତ୍ତା ପିତା ଈଶ୍ୱର ମୋତେ ଆଜ୍ଞା ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦେଇଛି ତାହା ମୋର ନୁହେଁ। ମୋର ପ୍ରେରଣକର୍ତ୍ତା ପରମପିତା ମୋତେ କ’ଣ କହିବାକୁ ଓ କ’ଣ ଉପଦେଶ ଦେବାକୁ ପଡ଼ିବ ତାହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಖರೆಚ್! ಹಾಯ್ ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಮಾಜ್ಯಾ ಸ್ವತಾಚ್ಯಾ ಅದಿಕಾರ್‍ಯಾನ್ ಕಾಯ್ ಬೊಲುಕ್ನಾ, ಮಾಕಾ ಧಾಡುನ್ ದಿಲ್ಲ್ಯಾ ಮಾಜ್ಯಾ ಬಾಬಾನ್ ಹುಕುಮಾ ಸರ್ಕೆ ಸಾಂಗುಚೆ ಅನಿ ಬೊಲುಚೆ.