John 12:5 — Compare Translations
7 translations compared side by side
Odia - 1840
" ସହେି ଅତରର ମୂଲ୍ଯ ତିନିଶହ ରୂପା ଟଙ୍କା। ଏହାକୁ ବୀକ୍ରି କରି ସହେି ଟଙ୍କା ଗରିବ ଲୋକମାନଙ୍କୁ ଦବୋ ଉଚିତ୍ ଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତୈଳ ଦେଢ଼ଶହ ଟଙ୍କାରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ସୁଗନ୍ଧି ତୈଳ ତିନି ଶହ ଟଙ୍କାରେ ବିକ୍ରୀ ହୋଇ ଦରିଦ୍ରମାନଙ୍କୁ ଦିଆଗଲା ନାହିଁ କାହିଁକି?
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?
Odia IRV 2017 (ଓଡିଆ ବାଇବେଲ)
ଏହି ତୈଳ ଦେଢ଼ଶହ ଟଙ୍କାରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹೆ ಎವ್ಡೆ ಬರೆ ವಾಸೆಚೆ ತೆಲ್ ತಿನ್ಶೆ ಚಾಂದಿಚ್ಯಾ ಪೈಸ್ಯಾಕ್ನಿ ಇಕುನ್, ಯೆಲ್ಲೆ ಪೈಸೆ ಗರಿಬಾಕ್ನಿ ದಿಲ್ಯಾರ್ ಹೊಯ್ನಶಿ ಹೊತ್ತೆ ಕಾಯ್?” ಮಟ್ಲ್ಯಾನ್.