John 12:6 — Compare Translations
7 translations compared side by side
Odia - 1840
"କିନ୍ତୁ ୟିହୂଦା ଗରୀବ ଲୋକମାନଙ୍କ ପ୍ରତି ପ୍ରକୃତ ରେ ଚିନ୍ତିତ ନଥିଲା। ସେ ନିଜେ ଚୋର ଥିବାରୁ ଏକଥା କହିଲା। ସେ ଶିଷ୍ଯମାନଙ୍କ ପାଇଁ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ଏବଂ ସେ ପ୍ରାୟ ସହେି ବାକ୍ସରୁ ଟଙ୍କା ଚୋରି କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦରିଦ୍ରମାନଙ୍କ ପ୍ରତି ଯିହୁଦାର ଦରଦ ଥିବାରୁ ଯେ ସେ ଏ କଥା କହିଥିଲା, ତା’ ନୁହେଁ। ସେ ଥିଲା ଗୋଟିଏ ଚୋର। ତା’ ଦାୟିତ୍ୱରେ ଥିବା ଟଙ୍କା ଥଳୀରୁ ସେ କିଛି କିଛି ଆତ୍ମସାତ୍ କରୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಗರಿಬಾಂಚಿ ಕಾಳ್ಜಿ ಹೊತ್ತಿ ಮನುನ್ ತೆನಿ ಅಶೆಚ್ ಸಾಂಗುಕ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಎಕ್ ಚೊರ್ ಹೊತ್ತೊ. ತೆಚೆಕ್ಡೆ ಪೈಶಾಂಚಿ ಪಿಶ್ವಿ ಹೊತ್ತಿ ಅನಿ ತ್ಯಾತುರ್ಲೆ ಪೈಸೆ ತೊ ಅಪ್ನಾಚ್ಯಾ ಸ್ವತಾಚ್ಯಾ ಕಾಮಾಸಾಟ್ನಿ ವಾಪ್ರಿ.