John 12:7 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମାରେ ସମାଧି କ୍ରିଯାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ କହିଲେ, “ତାକୁ ଛଶଡ଼। ତା’ର ଯାହା ଅଛି, ମୋର ଶେଷ କୃତ୍ୟ ପାଇଁ ତାହା ରଖିବାକୁ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್, “ತಿಚ್ಯಾ ಎವ್ಡ್ಯಾಕ್ ತಿಕಾ ಸೊಡಾ! ಮಾಕಾ ಮಾಟಿ ದಿತಲ್ಯಾ ದಿಸಾಸಾಟಿ ಕರ್ತಲೆ ಕಾಮ್ ತಿ ಅತ್ತಾ ಕರುಕ್ ಲಾಗ್ಲಾ.