John 12:9 — Compare Translations
7 translations compared side by side
Odia - 1840
"ଯୀଶୁ ବେଥନିଆ ରେ ଥିବା କଥା ଅନକେ ଯିହୂଦୀମାନେ ଶୁଣିଲେ। ତେଣୁ ସମାନେେ ତାହାଙ୍କୁ ଦେଖିବା ପାଇଁ ସଠାେକୁ ଗଲେ। ସମାନେେ ଲାଜାରଙ୍କୁ ମଧ୍ଯ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବେଥନିଆରେ ଅଛନ୍ତି ଶୁଣି ଅନେକ ଲୋକ ସେଠାକୁ ଗଲେ- କେବଳ ତାଙ୍କୁ ଦେଖିବାକୁ ନୁହେଁ; ଯୀଶୁ ମୃତ୍ୟୁରୁ ବଞ୍ଚାଇ ଥିବା ଲାଜାରକୁ ଦେଖିବା ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
ଲାଜାରଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ବହୁସଂଖ୍ୟକ ଯିହୂଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾನಿ ಜೆಜು ಬೆಥನಿಯಾತ್ ಹಾಯ್ ಮನ್ತಲೆ ಆಯ್ಕಲ್ಯಾನಿ ತಸೆಮನುನ್ ತ್ಯಾನಿ ಥೈ ಗೆಲ್ಯಾನಿ, ಖಾಲಿ ಜೆಜುಸಾಟ್ನಿ ಎವ್ಡೆಚ್ ನ್ಹಯ್ ಲಾಜರಾಕ್ ಬಗುಕ್ ಮನುನ್ ಥೈ ಗೆಲ್ಲ್ಯಾನಿ, ತೆಕಾ ಜೆಜುನ್ ಮರಲ್ಲ್ಯಾಕ್ ಝಿತ್ತೊ ಕರುನ್ ಉಟ್ವಲ್ಲ್ಯಾನ್.