John 13:10 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଯେଉଁମାନେ ସ୍ନାନ କରିସାରିଛନ୍ତି, ସେମାନଙ୍କ ପାଦ ଛଡ଼ା ଅନ୍ୟ କିଛି ଧୋଇବା ଆବଶ୍ୟକ ନାହିଁ। ସେମାନଙ୍କର ସର୍ବାଙ୍ଗ ପରିଷ୍କାର। ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।” (
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଜଣେ ଲୋକ ସ୍ନାନ କରିବାପରେ ତା’ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହୋଇଯାଏ। କେବଳ ତା’ର ପାଦ ସେ ଧୋଇବା ଦରକାର। ମୁଁ ଜାଣେ ତୁମ୍ଭେମାନେ ପରିଷ୍କାର ହୋଇଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಪಾನಿ ನ್ಹಲ್ಲೆ ಪವಿತ್ರ್ ಹಾತ್ ತೆಂಚೆ ಪಾಯ್ ಎವ್ಡೆಚ್ ಧುಲ್ಯಾರ್ ಫಿರೆ ಸಗ್ಳೆ ಆಂಗುಚ್ ಧುತಲಿ ಗರಜ್ ನಾ. ಎಕ್ಲ್ಯಾಕ್ ಸೊಡುನ್ ತುಮಿ ಸಗ್ಳೆ ಜಾನಾ ಪವಿತ್ರ್ ಹಾಸಿ” ಮಟ್ಲ್ಯಾನ್.