John 13:11 — Compare Translations

7 translations compared side by side

Odia - 1840
"ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜାଣିଥିଲେ, କିଏ ତାଙ୍କ ପ୍ରତି ବିଶ୍ୱାସଘାତକତା କରିବ। ଏଣୁ ସେ କହିଥିଲେ, “ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।”)
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧରେ ଉଠିବ, ତେଣୁ ସେ କହିଲେ, “ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಕ್ ಧರುನ್ ದಿತಲೊ ಕೊನ್ ಮನುನ್ ಜೆಜುಕ್ ಗೊತ್ತ್ ಹೊತ್ತೆ, ತಸೆಮನುನ್ ತೆನಿ, “ತುಮ್ಚ್ಯಾತ್ಲೊ ಎಕ್ಲೊ ಸೊಡುನ್ ತುಮಿ ಸಗ್ಳೆ ಜಾನಾ ಪವಿತ್ರ್ ನಾಶಿ” ಮಟ್ಲ್ಯಾನ್.