John 13:12 — Compare Translations

7 translations compared side by side

Odia - 1840
"ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନଙ୍କ ପାଦ ଧୋଇସାରି ଯୀଶୁ ଉତ୍ତରୀୟ ପିନ୍ଧି ନିଜ ଆସନକୁ ଫେରିଗଲେ। ସେ ପଚାରିଲେ, “ମୁଁ ତୁମ୍ଭମାନଙ୍କର କ’ଣ କରିଛି, ବୁଝି ପାରିଲ କି?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିଷ୍ୟମାନଙ୍କ ପାଦ ଧୋଇ ସାରିଲେ। ତା’ପରେ ସେ ଲୁଗାପଟା ପିନ୍ଧି ମେଜ ପାଖରେ ପୁଣି ବସିଲେ, ଯୀଶୁ ପଗ୍ଭରିଲେ, “ମୁଁ ତୁମ ପାଇଁ କ’ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚೆ ಪಾಂಯೆ ಧುವ್ನ್ ಸರಲ್ಲ್ಯಾ ಮಾನಾ ಜೆಜುನ್ ಅಪ್ನಾಚಿ ವೈಲಿ ಅಂಗಿ ಅನಿ ಪರ್ತುನ್ ನೆಸ್ಲ್ಯಾನ್. ಅನಿ ಅಪ್ನಿ ಬಸಲ್ಲ್ಯಾ ಜಾಗ್ಯಾವರ್ತಿ ಜಾವ್ನ್ ತೊ ಬಸ್ಲೊ. ಅನಿ “ಅತ್ತಾ ಮಿಯಾ ಕಾಯ್ ಕರ್‍ಲೊ ಮನುನ್ ತುಮ್ಕಾ ಕಳ್ಳೆ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.