John 13:14 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଗୁରୁ ଓ ପ୍ରଭୁ ହୋଇ ମୁଁ ଯଦି ତୁମର ପାଦ ଧୋଇଦେଲି, ତେବେ ତୁମ୍ଭେମାନେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସେବକ ରୂପେ ଧୋଇଲି। ତେଣୁ ତୁମେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ಮಿಯಾ ತುಮ್ಚ್ಯಾ ಗುರುಜಿನ್ ಅನಿ ಧನಿಯಾನ್ ತುಮ್ಚೆ ಪಾಂಯೆ ಧುಲೊ, ತಸೆಚ್ ತುಮಿಬಿ ಎಕಾಮೆಕಾಚೆ ಪಾಂಯೆ ಧುವ್ಚೆ.