John 13:15 — Compare Translations

7 translations compared side by side

Odia - 1840
"ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ୱରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧ୍ୟରେ ଏହିପରି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಎಕ್ ಉದಾರನ್ ಕರುನ್ ದಾಕ್ವುಲೊ, ತುಮಿಬಿ ತಸೆಚ್ ಕರುಚೆ ಮನುನ್ ಮಿಯಾ ಹೆ ಕರುನ್ ದಾಕ್ವುಲೊ.