John 13:16 — Compare Translations
7 translations compared side by side
Odia - 1840
"ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, କୌଣସି ଦାସ ତା’ର ମାଲିକଠାରୁ ବଡ଼ ନୁହେଁ, କିମ୍ବା କୌଣସି ବାର୍ତ୍ତାବହ ତା’ର ପ୍ରେରଣକର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା’ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗ್ತಾ, ಆಳಾ ತೆಂಚ್ಯಾ ಧನಿಯಾಂಚ್ಯಾನ್ಕಿ ಮೊಟಿ ನ್ಹಯ್, ಅನಿ ಬಾತ್ಮಿ ಸಾಂಗ್ನಾರೆ ತೆಂಕಾ ಧಾಡುನ್ ದಿಲ್ಲ್ಯಾಚ್ಯಾನ್ಕಿ ಮೊಟೆ ನ್ಹಯ್.