John 13:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ସମସ୍ତଙ୍କ ସମ୍ଵନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ ସମସ୍ତଙ୍କର ବିଷୟରେ ମୁଁ ଏ କଥା କହୁ ନାହିଁ। ମୁଁ ଯେଉଁମାନଙ୍କୁ ମନୋନୀତ କରିଛି, ସେମାନଙ୍କୁ ମୁଁ ଜାଣେ। କିନ୍ତୁ ଶାସ୍ତ୍ରର ଏହି ଉକ୍ତି ନିଶ୍ଚୟ ସଫଳ ହେବ - ‘ଯେ ମୋ’ ଅନ୍ନରେ ପ୍ରତିପାଳିତ, ସେ ମୋତେ ପଦାଘାତ କଲା।’
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾಚ್ ವಿಶಯಾತ್ ಬೊಲಿನಾ ಹೊಲಾ, ಮಿಯಾ ಎಚುನ್ ಕಾಡಲ್ಲ್ಯಾಂಚ್ಯಾ ವಿಶಯಾತ್ ಮಾಕಾ ಗೊತ್ತ್ ಹಾಯ್, ಖರೆ ಪವಿತ್ರ್ ಪುಸ್ತಕಾತ್ ಮಾಜ್ಯಾ ವಾಂಗ್ಡಾ ಎಕುಚ್ ಭಾನ್ಯಾತ್ ಜೆವಲ್ಲೊ ಮಾಜೆ ವರ್ತಿ ಪರತ್ತಾ ” ಮನುನ್ ಲಿವಲ್ಲೆ ಖರೆ ಹೊವ್ಕ್ ಪಾಜೆ.